ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ ନୋବେଲ । ଏକଛତ୍ରବାଦରୁ ଦେଶରେ ଗଣତନ୍ତ୍ର ପ୍ରତିଷ୍ଠା ପାଇଁ ମାରିଆଙ୍କୁ ନୋବେଲ । ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟକା , ମିଳିଲାନି ନୋବେଲ ।
ସୂଚନାନୁଯାୟୀ, ଏକଛତ୍ରବାଦରେ ଦେଶରେ ଗଣତନ୍ତ୍ର ପ୍ରତିଷ୍ଠା ପାଇଁ ଭେନୁଜୁଏଲାର ମାରିଆଙ୍କ ବିଶେଷ ଅନୁଦାନ ରହିଛି । ତାଙ୍କ ସଂଘର୍ଷ ନୋବେଲ କମିଟିକୁ ବିଶେଷ ଭାବରେ ଆକର୍ଷିତ କରିଥିଲା । ଭେନେଜୁଏଲାର ଲୋକଙ୍କ ପାଇଁ ଗଣତାନ୍ତ୍ରିକ ଅଧିକାରକୁ ରକ୍ଷା କରିବା ଏବଂ ଏକଛତ୍ରବାଦରୁ ଗଣତନ୍ତ୍ରକୁ ନ୍ୟାୟପୂର୍ଣ୍ଣ ଏବଂ ଶାନ୍ତିପୂର୍ଣ୍ଣ ରୂପାନ୍ତରଣ ହାସଲ କରିବା ପାଇଁ ତାଙ୍କ ନେତୃତ୍ୱ ପାଇଁ ମାରିଆ କୋରିନା ମାଚାଡୋଙ୍କୁ ନୋବେଲ କମିଟି ନିଷ୍ପତ୍ତି ନେଇଛି । ମାଚାଡେ ଭେନୁଜୁଏଲାର ବିରୋଧୀ ଦଳ ନେତା । ଅତୀତରେ ଲାଟିନ୍ ଆମେରିକାରେ ନାଗରିକଙ୍କ ସାହସର ସର୍ବଶ୍ରେଷ୍ଠ ଉଦାହରଣ ସାଜିଥିଲେ ମାରିଆ କୋରିନା ।
ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...