ନୂଆଦିଲ୍ଲୀ : ଟାରିଫ ବିବାଦ ମଧ୍ୟରେ ପରୋକ୍ଷରେ ଟ୍ରମ୍ପଙ୍କୁ ମୋଦିଙ୍କ କଡା ବାର୍ତ୍ତା । ଚାଷୀଙ୍କ ସ୍ୱାର୍ଥ ସହ କେବେ ସାଲିସ କରାଯିବ ନାହିଁ କହିଲେ ମୋଦି । ଦିଲ୍ଲୀରେ ସ୍ୱାମୀନାଥନ ଶତାବ୍ଦୀ ସମାରୋହ ଉତ୍ସବରେ କଡା ବାର୍ତ୍ତା । ଚାଷୀ , ମତ୍ସ୍ୟଜୀବୀ, ଦୁଗ୍ଧଚାଷୀଙ୍କ ସ୍ୱାର୍ଥ ସହ ସାଲିସ କରାଯିବ ନାହିଁ । ଆମେରିକାର ୫୦% ଶୁଳ୍କ ବୋମା ମାଡ଼ ହେବା ପରେ ଚପିନି ଭାରତ। ଆମେ କାହା ଆଗରେ ମୁଣ୍ଡ ନୁଆଁଇବୁ ନାହିଁ ବୋଲି ସ୍ପଷ୍ଟ ଶବ୍ଦରେ କହିଛନ୍ତି ପ୍ରାଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ କହିଥିଲେ ଯେ, “ଭାରତ କେବେବି ଏହାର ଚାଷୀ, ପଶୁପାଳକ ଏବଂ ମତ୍ସ୍ୟଜୀବୀ ଭାଇଭଉଣୀଙ୍କ ସ୍ୱାର୍ଥ ସହିତ ସାଲିସ କରିବ ନାହିଁ। ମୁଁ ଜାଣେ ଯେ, ବ୍ୟକ୍ତିଗତ ଭାବରେ ଏଥିପାଇଁ ମୋତେ ବହୁତ ମୂଲ୍ୟ ଦେବାକୁ ପଡିବ, କିନ୍ତୁ ମୁଁ ଏଥିପାଇଁ ପ୍ରସ୍ତୁତ। ଭାରତ ତା’ର କୃଷକମାନଙ୍କ ସହିତ ଦୃଢ଼ ଭାବରେ ଠିଆ ହୋଇଛି ଏବଂ ସେମାନଙ୍କ କଲ୍ୟାଣ ପାଇଁ ଯାହା ଆବଶ୍ୟକ ମୁଁ ତାହା କରିବାକୁ ପ୍ରସ୍ତୁତ।”ସେ କହିଥିଲେ ଯେ, “ଭାରତ କେବେବି ଏହାର ଚାଷୀ, ପଶୁପାଳକ ଏବଂ ମତ୍ସ୍ୟଜୀବୀ ଭାଇଭଉଣୀଙ୍କ ସ୍ୱାର୍ଥ ସହିତ ସାଲିସ କରିବ ନାହିଁ। ମୁଁ ଜାଣେ ଯେ, ବ୍ୟକ୍ତିଗତ ଭାବରେ ଏଥିପାଇଁ ମୋତେ ବହୁତ ମୂଲ୍ୟ ଦେବାକୁ ପଡିବ, କିନ୍ତୁ ମୁଁ ଏଥିପାଇଁ ପ୍ରସ୍ତୁତ। ଭାରତ ତା’ର କୃଷକମାନଙ୍କ ସହିତ ଦୃଢ଼ ଭାବରେ ଠିଆ ହୋଇଛି ଏବଂ ସେମାନଙ୍କ କଲ୍ୟାଣ ପାଇଁ ଯାହା ଆବଶ୍ୟକ ମୁଁ ତାହା କରିବାକୁ ପ୍ରସ୍ତୁତ।”
ଟ୍ରମ୍ପଙ୍କୁ ମୋଦିଙ୍କ କଡା ବାର୍ତ୍ତା , ଭାରତ କାହା ଆଗରେ ମୁଣ୍ଡ ନୁଆଁଇବ ନାହିଁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











