The Ultimate Managed Hosting Platform
ADVERTISEMENT

ଟ୍ରେନରେ ଯୁବକଙ୍କ ମୃତଦେହ

Facebook
Twitter
LinkedIn

ଭୁବନେଶ୍ୱର : ପୁରୁଷୋତ୍ତମ ଏକ୍ସପ୍ରେସରୁ ମିଳିଲା ଯୁବକଙ୍କ ମୃତଦେହ । ଭୁବନେଶ୍ୱର ଷ୍ଟେସନ ନିକଟରେ ଟ୍ରେନ ଶୈାଚାଳୟରୁ ମିଳିଲା ମୃତଦେହ । ଶୈାଚାଳୟ ସଫେଇ ବେଳେ ମିଳିଲା ମୃତଦେହ , ଯୁବକଙ୍କ ପରିଚୟ ମିଳିନି । ଭୁବନେଶ୍ବର ଷ୍ଟେସନରୁ ଶବକୁ ଉଦ୍ଧାର କରିଛି GRP ପୋଲିସ । ଟ୍ରେନ୍ ସଫା କରିବା ବେଳେ ସଫେଇ କର୍ମଚାରୀ ଶବ ଦେଖି ରେଲବାଇ ପୋଲିସ ତଥା GRP କୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପୋଲିସ ପହଂଚି ଆରମ୍ଭ କରିଛି ପଂଚନାମା । ସାଇଣ୍ଟିଫିକ୍ ଟିମ୍ ସହାୟତାରେ ତଦନ୍ତ ଆରମ୍ଭ ହୋଇଛି । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ମୃତ ଯୁବକଙ୍କର ବୟସ ପାଖାପାଖି ୩୦ ବର୍ଷ ହେବା ନେଇ ଅନୁମାନ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login