ଟ୍ରେନ ଟ୍ରାଜେଡି : ଏସସିବିରେ ୩ କେନ୍ଦ୍ରମନ୍ତ୍ରୀ
କଟକ : କଟକ ଏସସିବିରେ ୩ କେନ୍ଦ୍ରମନ୍ତ୍ରୀ । ଅଶ୍ୱିନୀ ବୈଷ୍ଣବ , ମନସୁଖ ମାଣ୍ଡଭୀୟ , ଧର୍ମେନ୍ଦ୍ର ପ୍ରଧାନ । ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ସହ ସମସ୍ତ ବ୍ୟବସ୍ଥା ତଦାରଖ କରୁଛନ୍ତି ।ସେପଟେ ବାହାନଗାରେ ଦୁର୍ଘଟଣାଗ୍ରସ୍ତ ରେଲେଓ୍ଵ ଲାଇନରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ପୁନରୁଦ୍ଧାର କାମ । ଲାଇନଚ୍ୟୁତ ହୋଇଥିବା ୨୧ଟି ବଗିକୁ ହଟାଇ ଦିଆଯାଇଛି । ଟ୍ରାକ୍ ଏବଂ ଓଭରହେଡ୍ ଲାଇନ୍ ମରାମତି କାର୍ୟ୍ୟ ଚାଲିଛି। ଏହି ରୁଟରେ ରେଳ ଚଳାଚଳକୁ ପୁଣି ଥରେ … Continue reading ଟ୍ରେନ ଟ୍ରାଜେଡି : ଏସସିବିରେ ୩ କେନ୍ଦ୍ରମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed