The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଟ୍ରେନ ଧକ୍କାରେ ଚାଲିଗଲା ଦମ୍ପତିଙ୍କ ଜୀବନ

Facebook
Twitter
LinkedIn

କୋରାପୁଟ : କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ରେଳ ଷ୍ଟେସନ ଠାରୁ ୩ କିଲୋମିଟର ଦୂର ଭୂଇଁପାଟଣା ଗାଁ ନିକଟରେ କୋରାପୁଟ ବିଶାଖାପାଟଣା ଡିଏମ ୟୁ ଟ୍ରେନ ଧକ୍କା ଦେବା ଫଳରେ ଦୁଇ ଜଣଙ୍କର ଜୀବନ ଚାଲିଯାଇଛି । ମୃତକ ଦୁଇ ଜଣ ହେଲେ ବୁର୍ଜା ଗାଁର ବୁରୁସ ଖରା ଓ ଯମୁନା ଖରା ବୋଲି ଚିହ୍ନଟ ହୋଇଛି । ଉଭୟ ସ୍ୱାମୀ ସ୍ତ୍ରୀ ଗାଁ ଗାଁ ବୁଲି ବ୍ୟବସାୟ କରୁଥିଲେ । ଆଜି ସକାଳୁ ଦୁହେଁ ଭୂଇଁ ପାଟଣା ଗାଁରେ ପହଁଚି ବ୍ୟବସାୟ ସାରି ଫେରୁଥିବା ବେଳେ ବାଟରେ ପଡିଥିବା ରେଳ ଲାଇନ ପାର ହେଉଥିଲେ । ଦୁଇଟି ଟ୍ରାକରେ ଦମ୍ପତି ପାର ହେବା ବେଳେ ଦୁଇଟି ଟ୍ରେନ ଦୁଇ ପଟେ ଆସୁଥିଲା । ଉପାୟଶୂନ୍ୟ ହୋଇ କେଉଁ ଆଡେ ନ ଯାଇ ପାରିବା ଯୋଗୁଁ ଡିଏମୟୁ ଟ୍ରେନରେ ଉଭୟ ଧକ୍କା ହୋଇ ଯାଇଥିଲେ । ଘଟଣାସ୍ଥଳରେ ଲକ୍ଷ୍ମୀପୁର ପୋଲିସ ପହଁଚି ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login