The Ultimate Managed Hosting Platform
ADVERTISEMENT

ଟ୍ୟୁସନ ସାରଙ୍କୁ ଗୁଳିମାଡ

Facebook
Twitter
LinkedIn

ବାରିପଦା : ଘରକୁ ଫେରୁଥିବା ବେଳେ ଟ୍ୟୁସନ ସାରଙ୍କୁ ଗୁଳିମାଡ । ବଡ ସାହି ଥାନା ମାଙ୍କଡାପାଳ ଗାଁରେ ଘଟିଛି ଏଭଳି ଘଟଣା । ୨ ରାଉଣ୍ଡ ଗୁଳି ଚଳାଇଥିଲେ ଦୁର୍ବୁତ୍ତ । ତେବେ କାହିଁକି ଗୁଳିମାଡ ହୋଇଥିଲା ତାର କାରଣ ଅସ୍ପଷ୍ଟ ରହିଛି । ଗୁଳିମାଡରେ କିନ୍ତୁ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ବାରିପଦା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି ।

ଗତକାଲି ରାତି ପ୍ରାୟ ୧୦ଟାରେ ସଞ୍ଜୟ ନାୟକ ଟିଉସନ ସାରି ଫେରୁଥିବା ସମୟରେ ପୁରୁଣା ଇଟାଭାଟି ରାସ୍ତା ନିକଟରେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କ ଉପରେ ୨ ରାଉଣ୍ଡ ଗୁଳି କରି ଫେରାର ହୋଇଯାଇଥିଲେ । ଖବର ପାଇ ବଡ଼ସାହି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । 

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login