ଭୁବନେଶ୍ୱର : ଟ୍ୱିନ ସିଟିରେ କାଳବୈଶାଖୀ ବର୍ଷା । ଭୁବନେଶ୍ୱର ଓ କଟକରେ ହାଲୁକା ପବନ ସହ ବର୍ଷା । ବିଜୁଳି ଘଡଘଡି ସହ ଲାଗି ରହିଛି ବର୍ଷା । ତିନି ଘଣ୍ଟା ପାଇଁ ସତର୍କ କରାଇଲା ପଣିପାଗ ବିଭାଗ । ଚଳିତ ବର୍ଷ ସ୍ବାଭାବିକ ରହିବ ମୌସୁମୀ । ଜୁନ୍ ମାସରେ ରାଜ୍ୟରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହେବ । ଜୁଲାଇ-ଅଗଷ୍ଟରେ ଉପକୂଳ ଓ ଉତ୍ତର ଓଡ଼ିଶାରେ କମ୍ ବର୍ଷା ହେବ। ସେପ୍ଟେମ୍ବରରେ ଦକ୍ଷିଣ ଓଡ଼ିଶାରେ ଭଲ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
Views: 23