The Ultimate Managed Hosting Platform
ADVERTISEMENT

ଟ୍ୱିନ ସିଟିରେ ମେଘୁଆ ପାଗ

Facebook
Twitter
LinkedIn

ଭୁବନେଶ୍ୱର : ଟ୍ୱିନ ସିଟି କଟକ ଓ ଭୁବନେଶ୍ୱରରେ ମେଘୁଆ ପାଗ । ଟ୍ୱିନ ସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ । ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପାଗରେ ପରିବର୍ତ୍ତନ । ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ଅଂଚଳରେ ଗତକାଲି ତୁଳନାରେ ଦିନ ତାପମାତ୍ରା ସାମାନ୍ୟ କମ୍ ରହିବା ସମ୍ଭାବନା ରହିଛି । ହେଲେ ଆହୁରି ୫ ଦିନ ଗରମ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।୩ ଦିନ ଭିତରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି । ଗତକାଲି ୪୧ ଡିଗ୍ରୀ ସହ ମାଲକାନଗିରି ରାଜ୍ୟର ସବୁଠୁ ଉତପ୍ତ ସହର ପାଟଲିଛି । ମାଲକାନଗରିରି ସମେତ ୫ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login