The Ultimate Managed Hosting Platform
ADVERTISEMENT

ଟ୍ୱିନ ସିଟିରେ ହେବ ନୂଆ ଆଇଟି ପାର୍କ ;ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

Facebook
Twitter
LinkedIn

ଭୁବନେଶ୍ୱର : ଟ୍ୱିନ ସିଟିରେ ହେବ ନୂଆ ଆଇଟି ପାର୍କ । ସୂଚନା ଦେଲେ ପୂର୍ତ୍ତି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ । ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ ଆଣ୍ଡ ପ୍ଲେ ସୁବିଧା ଥିବା ବିଲ୍ଡ ଅପ ଏରିଆ । ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ ମିଟରର ହେବ ବିଲ୍ଡ ଅପ ଏରିଆ । ୫ ବର୍ଷରେ ସଡକ ନିର୍ମାଣରେ ଖର୍ଚ୍ଚ ହେବ ୨ ଲକ୍ଷ ୩୦ ହଜାର କୋଟି । ରାଜ୍ୟର ୫ ବଡ ସହର ସମେତ ୧୧ ସହରରେ ତିଆରି ହେବ ରିଙ୍ଗ ରୋଡ । ରାଜ୍ୟର ୫ ବଡ ସହର ସମେତ ୧୧ଟି ସହରରେ ତିଆରି ହେବ ରିଙ୍ଗ ରୋଡ । ବ୍ରହ୍ମପୁରରୁ ଜୟପୁର ମଧ୍ୟରେ ନିର୍ମାଣ ହେବ ଗ୍ରୀନ ଫିଲ୍ଡ କରିଡର । ୫ ବର୍ଷରେ ରାଜ୍ୟରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login