The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଠକାମିର ଶିକାର ହେଲେ ଜ୍ୟାକି ଶ୍ରଫଙ୍କ ପତ୍ନୀ

Facebook
Twitter
LinkedIn

ମୁମ୍ବାଇ : ବଲିଉଡ ଅଭିନେତା ଜ୍ୟାକି ଶ୍ରଫଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଜ୍ୟାକି ଶ୍ରଫଙ୍କ ପତ୍ନୀ ଆୟେଶା ଶ୍ରଫଙ୍କଠାରୁ ୫୮ଲକ୍ଷ ଟଙ୍କା ଠକି ନିଆଯାଇଥିବା ଜଣାପଡ଼ିଛି। ଏ ନେଇ ସାନ୍ତାକ୍ରୁଜ ପୁଲିସ ଷ୍ଟେସନରେ ମଧ୍ୟ ଅଭିଯୋଗ ହୋଇଛି। ଆୟେଶାଙ୍କ ଅଭିଯୋଗ ଅନୁଯାୟୀ, ଏଲନ୍ ଫର୍ଣ୍ଣାଣ୍ଡିଜ୍ ନାମକ ଜଣେ ବ୍ୟକ୍ତି ତାଙ୍କଠାରୁ ୫୮ଲକ୍ଷ ଟଙ୍କା ଠକି ନେଇଛନ୍ତି। ତାଙ୍କ ଅଭିଯୋଗ ପରେ ଆଇପିସିର ଧାରା ୪୨୦, ୪୦୮, ୪୬୫, ୪୬୭ ଏବଂ ୪୬୮ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ବିଳମ୍ବ ନକରି ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login