କଟକ : ମାହାଙ୍ଗା ଡବଲ ମର୍ଡର ମାମଲା । ପ୍ରତାପ ଜେନାଙ୍କ ବଢିଲା ଅଡୁଆ ।ମାମଲାକୁ ବିଚାରକୁ ଗ୍ରହଣ କଲେ ସୁପ୍ରିମକୋର୍ଟ । ୪ ସପ୍ତାହ ଭିତରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ନଦେ୍ର୍ଦଶ । ସୁପ୍ରିମକୋର୍ଟ ପକ୍ଷରୁ ରାଜ୍ୟ ସରକାରଙ୍କୁ ଜବାବ ତଲବ । ମୃତ କୁଳମଣିଙ୍କ ପୁଅ ରଂଜିତ ବରାଳ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ପ୍ରତାପଙ୍କୁ ହାଇକୋର୍ଟ କ୍ଲିନଚିଟ ଦେବାରୁ ସୁପ୍ରିମକୋର୍ଟ ଯାଇଥିଲେ ରଂଜିତ । ୪ ସପ୍ତାହ ପରେ ସୁପ୍ରିମକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି । ସୂଚନାଯୋଗ୍ୟ, ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ବିଧାୟକ ପ୍ରତାପ କୁମାର ଜେନାଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି ମିଳିଥିଲା। ଶ୍ରୀ ଜେନାଙ୍କ ବିରୋଧରେ ନିମ୍ନ ଅଦାଲତରେ ବିଚାରାଧୀନ ମାମଲାକୁ ହାଇକୋର୍ଟ ଖାରଜ କରିଥିଲେ। ଶ୍ରୀ ଜେନାଙ୍କ ବିରୋଧରେ ସାଲେପୁର ଜେଏମଏଫସି ଅଦାଲତ ଆଇପିସିର ଦଫା ୩୦୨, ୧୨୦-ବି, ୫୦୬ରେ କଗନିଜାନ୍ସ ଗ୍ରହଣ କରି ୨୦୨୩, ସେପ୍ଟେମ୍ବର ୨୫ରେ ପ୍ରଦାନ କରିଥିବା ନିର୍ଦ୍ଦେଶକୁ ହାଇକୋର୍ଟ ରଦ୍ଦ କରିଥିଲେ। ଏଥି ସହିତ ନିମ୍ନ ଅଦାଲତରେ ଶ୍ରୀ ଜେନାଙ୍କ ବିରୋଧରେ ବିଚାରାଧୀନ ଏ ସଂପର୍କିତ ଫୌଜଦାରୀ ମାମଲାକୁ ମଧ୍ୟ ହାଇକୋର୍ଟ ରଦ୍ଦ କରିଥିଲେ।
ଡବଲ ମର୍ଡର ; ପ୍ରତାପ ଜେନାଙ୍କ ଅଡୁଆ ବଢିଲା

Facebook
Twitter
LinkedIn
Facebook
Twitter
LinkedIn
Recent News
ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯
ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା
ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ
ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା
ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...