The Ultimate Managed Hosting Platform
ADVERTISEMENT

ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ

Facebook
Twitter
LinkedIn

ଭୁବନେଶ୍ୱର : ପୂର୍ବତନ ନଗରପାଳ ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ । ୮୪ ବର୍ଷ ବୟସରେ ଭୁବନେଶ୍ୱର ସ୍ଥିତ ବାସଭବନରେ ପରଲୋକ । ଭୁବନେଶ୍ୱର ମହାନଗର ନିଗମର ନଗରପାଳ ଥିଲେ ଜଗନ୍ନାଥ ମହାପାତ୍ର । ଭୁବନେଶ୍ୱର ସହିଦନଗର ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଜଗନ୍ନାଥ ମହାପାତ୍ର । ଗତ କିଛି ଦିନ ଧରି ସେ ଅସୁସ୍ଥ ଥିଲେ । ଭୁବନେଶ୍ୱର ମହାନଗର ନିଗମର ପୂର୍ବତନ ଚେୟାରମ୍ୟାନ୍ ଓ ପ୍ରଥମ ମେୟର ଥିଲେ ଜଗନ୍ନାଥ ମହାପାତ୍ର । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ଓ ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ ପ୍ରମୁଖ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login