The Ultimate Managed Hosting Platform
ADVERTISEMENT

ଡିଏଫଓ ନିତ୍ୟାନନ୍ଦ ନାୟକ ଗିରଫ

Facebook
Twitter
LinkedIn

କେନ୍ଦୁଝର : କେନ୍ଦୁଝର କେନ୍ଦୁପତ୍ର ଡିଭିଜନ ଡିଏଫଓ ନିତ୍ୟାନନ୍ଦ ନାୟକ ଗିରଫ । ୩ ଦିନ ହେବ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ । ଗତ ୩ ଦିନ ଧରି ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରଖିଥିଲା । ନିତ୍ୟାନନ୍ଦ ନାୟକଙ୍କର ୭ଟି ଠିକଣାରେ ଚଢାଉ କରିଥିଲା ଭିଜିଲାନ୍ସ । ନିତ୍ୟାନନ ନାୟକଙ୍କର ଅନୁଗୁଳର ୩ ଟି ସ୍ଥାନରେ, ନୟାଗଡ଼ର ୨ ଟି ସ୍ଥାନରେ ଓ କେନ୍ଦୁଝର ର ୨ଟି ଠିକଣାରେ ଭିଜିଲାନସ୍ ଚିମର ଚଢ଼ାଉ ଜାରି ରହିଥିଲା । ନିଜ ଓ ପରିବାର ଲୋକଙ୍କ ନାଁରେ ଠାବ ହୋଇଛି ୧୧୫ଟି ପ୍ଲଟ । ଲକ୍ଷ ଲକ୍ଷ ଟଙ୍କା ସହ ରିଭଲଭର , ବ୍ୟାଙ୍କ ଓ ଜମିଜମା କାଗଜପତ୍ର ଜବତ କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login