ଡିଜେ ଆଜେକ୍ସଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର : ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାରଙ୍କ ସନ୍ଦେହଜନକ ମୃତ୍ୟୁ । ଖାରବେଳ ନଗର ଘରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଘର ଭିତରୁ ମୃତଦେହ ଉଦ୍ଧାର ନେଇ ସୂଚନା ଦେଲେ ଦାଦା । କିନ୍ତୁ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । ମୃତ୍ୟୁ ପଛରେ ଜଣେ ଯୁବକ ଓ ଯୁବତୀଙ୍କୁ ଦାୟୀ କଲେ ।ସେପଟେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପୂର୍ବରୁ ଆତ୍ମହତ୍ୟା କରିଥିବା କୁହାଯାଉଛି। ଗତକାଲି ସନ୍ଧ୍ୟାରେ ନିଜ ରୁମ୍ରେ … Continue reading ଡିଜେ ଆଜେକ୍ସଙ୍କ ସନ୍ଦେହଜନକ ମୃତ୍ୟୁ