The Ultimate Managed Hosting Platform
ADVERTISEMENT

ଡିସେମ୍ବର ୨୫ରେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

Facebook
Twitter
LinkedIn

ଭୁବନେଶ୍ୱର : ସରକାରଙ୍କ ବଡ଼ ଘୋଷଣା । ୨୫ ଡିସେମ୍ବରରେ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା ଖାତାକୁ ଆସିବ । ଚତୁର୍ଥ ପର୍ୟ୍ୟାୟ ଟଙ୍କା ପଠାଇବାକୁ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଡିସେମ୍ବର ୬ ସୁଦ୍ଧା ଯୋଗ୍ୟ ଓ ଅଯୋଗ୍ୟ ତାଲିକା ଆସିବ । ବ୍ଲକ, ମହାନଗର ନିଗମ ସ୍ତରରେ ତାଲିକା ପ୍ରକାଶ ହେବ । ଏହାପରେ ଆଉ ୭ ଦିନ ଆପତ୍ତି ଗ୍ରହଣ କରାଯିବ ।ସୁଭଦ୍ରା ଯୋଜନା ପାଇଁ ଜିଲ୍ଲାୱାରୀ ଯାଞ୍ଚ ଆରମ୍ଭ ହୋଇଛି । ଯେଉଁ ସ୍ଥାନ ଗୁଡିକରେ କମ ପଞ୍ଚୀକରଣ ହୋଇଛି ସେହି ସ୍ଥାନକୁ ଫୋକସରେ ରଖିଛନ୍ତି ସରକାର । ଏହାଛଡ଼ା ଯେଉଁ ସବୁ ଜିଲ୍ଳାରେ ଅଧିକ ଆବେଦନ ଖାରଜ ହୋଇଛି, ସେଠାରେ ସିଡିପିଓଙ୍କ ତତ୍ତ୍ୱାବଧାନରେ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login