The Ultimate Managed Hosting Platform
ADVERTISEMENT

ଡିସେମ୍ବର ୩୧ରୁ ମାଧାେ ସିଂ ହାତ ଖର୍ଚ୍ଚ ଯୋଜନା

Facebook
Twitter
LinkedIn

ଭୁବନେଶ୍ୱର : ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା ଡିସେମ୍ବର ୩୧ରୁ ଆରମ୍ଭ ହେବ। ଅନସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଶିକ୍ଷା ଉଦ୍ଦେଶ୍ୟରେ ଆରମ୍ଭ ହେବ ।ମାଧୋ ସିଂଙ୍କ ସହିଦ ଦିବସରେ ତାଙ୍କ ଜନ୍ମସ୍ଥାନ ବରଗଡରୁ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ । । ଏହି ଯୋଜନାରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ହଜାର ଟଙ୍କାର ଆର୍ଥିକ ସହାୟତା । ଏହି ଯୋଜନା ପାଇଁ ୧୫୬ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ । ସରକାରଙ୍କ ଏପରି ଯୋଜନାରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପଆଉଟ ରୋକାଯାଇପାରିବ ବୋଲି ଆଶା ବ୍ୟକ୍ତ କରିଛନ୍ତି ସରକାର।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login