The Ultimate Managed Hosting Platform
ADVERTISEMENT

ଡିସେମ୍ବର ୬କୁ ସ୍ଥାନୀୟ ଛୁଟି ଘୋଷଣା କଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ମୁମ୍ବାଇ: ଡିସେମ୍ବର ୬କୁ ସ୍ଥାନୀୟ ଛୁଟି ଘୋଷଣା କଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ । ମହାରାଷ୍ଟ୍ରରେ ବିଜେପି ନେତା ଦେବେନ୍ଦ୍ର ଫଡନାବିସ୍ ମୁଖ୍ୟମନ୍ତ୍ରୀ ଭାବେ ଗତକାଲି ଶପଥ ଗ୍ରହଣ କରିଛନ୍ତି। ଏଣେ ଆଜି ଡିସେମ୍ବର ୬କୁ ମୁମ୍ବାଇ ଏବଂ ଉପାନ୍ତ ଅଞ୍ଚଳ ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଆଜି ଚୈତ୍ୟ ଭୂମିରେ ଡକ୍ଟର ବି.ଆର. ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିସ୍, ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଅଜିତ ପାୱାର ପ୍ରମୁଖ ପହଞ୍ଚି ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଦେଇଛନ୍ତି। ରାଜ୍ୟ ସରକାର ଏକ ବିଜ୍ଞପ୍ତି ଜାରି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ମୁମ୍ବାଇ ଏବଂ ଉପାନ୍ତ ଅଞ୍ଚଳରେ ରାଜ୍ୟ ସରକାର ଏବଂ ଅର୍ଦ୍ଧ ସରକାରୀ କାର୍ୟ୍ୟାଳୟ ପାଇଁ ସ୍ଥାନୀୟ ଛୁଟି ଘୋଷଣା କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login