The Ultimate Managed Hosting Platform
ADVERTISEMENT

ଡେଙ୍ଗୁ ନେଲା ପ୍ରସୂତିଙ୍କ ଜୀବନ

Facebook
Twitter
LinkedIn

ଭୁବନେଶ୍ୱର : ଡେଙ୍ଗୁରେ ପ୍ରସୂତୀ ମହିଳାଙ୍କ ମୃତ୍ୟୁ । ସୂଚନା ଦେଲେ କ୍ୟାପିଟାଲ ହସ୍ପିଟାଲ ନିଦେ୍ର୍ଦଶକ । ମୃତକ ହେଲେ କେନ୍ଦ୍ରାପଡା ରାଜକନିକା ଅଞ୍ଚଳର । ଗତକାଲି ରାତିରେ ମହିଳାଙ୍କ ମୃତ୍ୟୁ ହୋଇଛି । ୭ ଦିନ ତଳେ ନବଜାତ ଶିଶୁକୁ ଜନ୍ମ ଦେଇଥିଲେ । ବର୍ତ୍ତମାନ ନବଜାତ ଶିଶୁ ସୁସ୍ଥ ଥିବା ସୂଚନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

Login