ଭୁବନେଶ୍ୱର : ଡ୍ରାଇଭର ଭାଇମାନଙ୍କୁ ଆନେ୍ଦାଳନରୁ ଓହରିବାକୁ ପରିବହନ ମନ୍ତ୍ରୀଙ୍କ ଅନୁରୋଧ । ସରକାର ଆପଣଙ୍କ ସମସ୍ତ ଦାବିକୁ ଶୁଣିଛନ୍ତି । ସବୁ ଦାବିର ସମାଧାନ ହେବ । ଡ୍ରାଇଭର ମହାସଂଘ ନାମରେ କିଛି ନ୍ୟସ୍ତ ସ୍ୱାର୍ଥ ଗୋଷ୍ଠୀ ଭ୍ରମିତ କରୁଛନ୍ତି । ନିରୀହ ସରଳ ଡ୍ରାଇଭର ଭାଇ ମାନେ ଏଥିରୁ କ୍ଷାନ୍ତ ରୁହନ୍ତୁ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ବୀଭୂତି ଭୂଷଣ ଜେନା ।
Views: 28











