ଭୁବନେଶ୍ୱର :ଓଡିଶା ଆସିବେ ଅମିତ ଶାହା । ଆସନ୍ତା ୧୭ ତାରିଖରେ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ଢେଙ୍କାନାଳ ମହା ଜନସମ୍ପର୍କ ଯାତ୍ରାରେ ସାମିଲ ହେବେ । ଏ ନେଇ ସୂଚନା ଦେଇଛନ୍ତି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ।
Views: 92
ଭୁବନେଶ୍ୱର :ଓଡିଶା ଆସିବେ ଅମିତ ଶାହା । ଆସନ୍ତା ୧୭ ତାରିଖରେ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ଢେଙ୍କାନାଳ ମହା ଜନସମ୍ପର୍କ ଯାତ୍ରାରେ ସାମିଲ ହେବେ । ଏ ନେଇ ସୂଚନା ଦେଇଛନ୍ତି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ।
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...