The Ultimate Managed Hosting Platform
ADVERTISEMENT

ତଣ୍ଟିଚିପି ମାଆର ଜୀବନ ନେଲା ପୁଅ

Facebook
Twitter
LinkedIn

ଆସିକା : ଦନ୍ତାରି ବଗଡ ଗାଁରେ ଘଟିଛି ଅମାନବୀୟ ଘଟଣା । ତଣ୍ଟି ଚିପି ମାଆର ଜୀବନ ନେଲା ପୁଅ । ଜମିବାଡି ବିବାଦ କଳହରୁ ହତ୍ୟା କରିଥିବା ସନେ୍ଦହ । ବ୍ୟବଚ୍ଛେଦ ପାଇଁ ଆସିକା ମେଡିକାଲ ପଠାଗଲା ମୃତଦେହ । ଆସିକା ଥାନା ଦନ୍ତାରି ବଗଡ଼ ଗାଁରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ପୁଅ ଘଟାଇଛି ଏହି ବର୍ବର କାଣ୍ଡ। ମୃତ ମହିଳା ହେଲେ ୭୫ ବର୍ଷୀୟା ଲଷ୍ମୀ ବରାଡ଼। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆସିକା ମେଡ଼ିକାଲରେ ରଖି ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ରୁଷରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ରୁଷରେ ଏକ ବଡ଼ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦ ମାପ କରାଯାଇଥିଲା । ୟୁଏସଜିଏସ ଭୂମିକମ୍ପ କହିଛି,...

ବିଧାନସଭାରେ ୫ଟି ଝଡ, ଚିହିଁକି ଉଠିଲା ବିଜେଡି

ଆସନ୍ତା ୧୩ରେ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର : ଆସନ୍ତା ୧୩ ତାରିଖରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ...

ADVERTISEMENT
ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁଙ୍କ ନାମରେ ସଙ୍ଗୀନ ଦଫା

ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁଙ୍କ ନାମରେ ସଙ୍ଗୀନ ଦଫା

ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ କାଠିଆପଡ଼ାରେ ଛାତ୍ରୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁରେ ସଙ୍ଗୀନ ଦଫା । ପୀଡ଼ିତାଙ୍କ ବାପାଙ୍କ ଏତଲା ଆଧାରରେ ମାମଲା ରୁଜୁ କଲା...

Login