ଭୁବନେଶ୍ୱର: ତାତାରୁ ମିଳୁନି ତ୍ରାହି । ଖରା ଲୋକଙ୍କୁ କଲବଲ କରୁଛି । କାଳବୈଶାଖୀ ବର୍ଷା ସତ୍ୱେ ଲାଗି ରହିଛି ତାତିର ଅଘୋଷିତ କର୍ଫ୍ୟୁ। ଦିନ ସାଢେ ୧୧ସୁଦ୍ଧା ୪୦.୪ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହର ଝାରସୁଗୁଡ଼ା । ସେହିପରି ୩୫ ଡିଗ୍ରୀ ଉପରେ ରହିଛି ୯ସହରର ତାପମାତ୍ରା। ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ୪୦ଡିଗ୍ରୀ ଉପରେ ରହୁଛି ପାରଦ। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଗରମ ଓ ଗୁଳୁଗୁଳିରେ ଘାଣ୍ଟି ହେଉଛନ୍ତି ଲୋକ। ଗରମ ସହ ଗୁଳୁଗୁଳି ପାଇଁ ଲୋକମାନେ ବାହାରକୁ ବାହାରିବା ସମ୍ଭବ ହୋଇପାରୁ ନାହିଁ । ଆଜି ରାଜ୍ୟର ୧୯ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି ହୋଇଥିବା ବେଳେ ମଧ୍ୟାହ୍ନରେ ଅସହ୍ୟ ଗରମ ଅନୁଭୂତ ହେଉଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ରାଜଧାନୀ ଭୁବନେଶ୍ବରରେ ପ୍ରବଳ ଖରା ହୋଇଛି । ଆସନ୍ତା ୫ଦିନ ପର୍ୟ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଳବୈଶାଖୀ ସମ୍ଭାବନା ଥିବାରୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ମୁକାବିଲା ନେଇ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ତାତିରୁ ମିଳୁନି ତ୍ରାହି , ୯ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







