The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ତାତିରୁ ମିଳିବନି ନିସ୍ତାର, ୧୫ରୁ ହେବ ଅସହ୍ୟ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରଚଣ୍ଡ ତାତି , ଅସହ୍ୟ ଗୁଳୁଗୁଳି । ସକାଳ ହେଉ ହେଉ ଖରାର ତାତି । ଘରୁ ବାହାରିବା ହେଉନାହିଁ ସମ୍ଭବ । ଆଉ ଏପଟେ ପାଣିପାଗ ବିଭାଗର ସୂଚନା । ୧୫ରୁ ଆହୁରି ଅସହ୍ୟ ହେବ ତାତି। ୧୮ ତାରିଖ ପର୍ୟ୍ୟନ୍ତ ତାତିରୁ ନିସ୍ତାର ମିଳିବନି ବୋଲି କହିଛି ପଣିପାଗ ବିଭାଗ। ଆଗାମୀ ୪ ଦିନ ପର୍ୟ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ଅସ୍ୱାଭାବିକ ଗରମ ଲାଗି ରହିବ । ଗତକାଲି ୪୦ ଡିଗ୍ରୀ ଉପରେ ୧୬ଟି ସହରର ତାପମାତ୍ରା ରେକର୍ଡ କରାଯାଇଥିଲା। ରାଜ୍ୟବ୍ୟାପୀ ଅସହ୍ୟ ଖରାର ପ୍ରକୋପ ଜାରି ରହିଛି । ବୌଦ୍ଧ ଓ ଝାରସୁଗୁଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୩.୪ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିଲା। ଟାଣ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ଲୋକେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login