The Ultimate Managed Hosting Platform
ADVERTISEMENT

ତାତିରୁ ମିଳିବ ଆଶ୍ୱସ୍ତି, କାଳବୈଶାଖୀ ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ

Facebook
Twitter
LinkedIn

ଭୁବନେଶ୍ୱର : ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ କଲବଲ ହେଉଛନ୍ତି ରାଜ୍ୟବାସୀ । ତେବେ ଆଜିଠୁ ପାଗରେ ଆସିପାରେ ପରିବର୍ତନ । ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ୟ୍ୟନ୍ତ କମପାରେ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୬ ଜିଲ୍ଲା ଏବଂ ୭ ତାରିଖରେ ୨୦ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୮ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ଛାଡ଼ି ଅନ୍ୟ ସ୍ଥାନରେ ବଜ୍ରପାତ ଓ ଝଡ଼ ତୋଫାନ ଆଶଙ୍କା । ଏ ନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login