The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ତାଳଦଣ୍ଡା କେନାଲକୁ ପଶିଗଲା କାର

Facebook
Twitter
LinkedIn

କଟକ : ତାଳଦଣ୍ଡା କେନାଲକୁ ପଶିଗଲା କାର । ପାମିରେ ବୁଡି କାର୍ ଭିତରେ ଥିବା ଜଣେ ମୃତ । ଜଣେ ଗୁରୁତର । ମାତୃଭବନ -ନୂଆବଜାର ରାସ୍ତାରେ ଯିବା ବେଳେ ପଶିଗଲା । ସ୍ଥାନୀୟ ଲୋକ କାର ଭିତରୁ ଲୋକଙ୍କୁ କାଢ଼ିବାରେ ସକ୍ଷମ ହୋଇଥିଲେ । ଲୋକେ କାରରେ ଥିବା ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଉଦ୍ଧାର କରି କଟକ ବଡ ମେଡିକାଲକୁ ପଠାଇଛନ୍ତି । ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login