The Ultimate Managed Hosting Platform
ADVERTISEMENT

ତୃତୀୟ ଥର ପାଇଁ ମା ହେଲା ବାଘୁଣୀ ଅଙ୍କିତା

Facebook
Twitter
LinkedIn

ଭୁବନେଶ୍ୱର : ତୃତୀୟ ଥର ପାଇଁ ମା ହେଲା ବାଘୁଣୀ ଅଙ୍କିତା । ସେ ଶାବକକୁ ଜନ୍ମ ଦେଇଛି । ନନ୍ଦନକାନନରେ ମୋଟ ବାଘ ସଂଖ୍ୟା୨୮କୁ ବୃଦ୍ଧି ପାଇଛି । ଗୋଟିଏ ଶାବକକୁ ଜନ୍ମ ଦେଇଛି ବାଘୁଣୀ ଅଙ୍କିତା । କିଛି ମାସ ତଳେ ନନ୍ଦନକାନନରେ ମହାବଳ ବାଘ ସେଫ ସହିତ କରାଯାଇଥିଲା ମିଳନ । ସେହିପରି ଆଗକୁ ମଧ୍ୟ ଶାବକ ଜନ୍ମ ଦେବାର ସମ୍ଭାବନା ରହିଛି । ତେଣୁ ସିସିଟିଭି ଜରିଆରେ ବାଘକୁ ନିରୀକ୍ଷଣ କରାଯାଉଛି। ଏହି ଶାବକ ଜନ୍ମ ହେବା ପରେ ପ୍ରାଣୀ ଉଦ୍ୟାନର ବାଘ ସଂଖ୍ୟା ୨୮କୁ ବୃଦ୍ଧିପାଇଛି । ଏନେଇ ନନ୍ଦନକାନନର ଉପ ନିର୍ଦ୍ଦେଶକ ସନଥ କୁମାର ନାରାୟଣ ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login