The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ତ୍ରିପୁରାରେ ବନ୍ୟା ଓ ଭୂସ୍ଖଳନ, ୧୦ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ଅଗରତାଲା: ଜଳବନ୍ଦୀରେ ଅଗରତାଲା । ତ୍ରିପୁରା ରାଜଧାନୀ ଅଗରତାଲାରେ ଅଚାନକ ବନ୍ୟା ଏବଂ ଭୂସ୍ଖଳନ । ଫଳରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ୩୪ ହଜାରରୁ ଅଧିକ ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଗତ ୪୮ ଘଣ୍ଟା ଧରି ତ୍ରିପୁରାରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ଗୋମତୀ ନଦୀ ଜଳସ୍ତର ବଢ଼ି ଆକସ୍ମିକ ବନ୍ୟା ଆସିଥିଲା ଏବଂ ବିଭିନ୍ନ ସ୍ଥାନରେ ଭୂସ୍ଫଳନ ମଧ୍ୟ ହୋଇଛି। ଦକ୍ଷିଣ ତ୍ରିପୁରା, ଗୋମତୀ ଏବଂ ଖୋୱାଇ ଜିଲ୍ଲାରେ ୧୦ ଜଣଙ୍କର ମୃତ୍ୟୁ ହୋଇଯାଇଛି। ଆହୁରି ଅନେକ ଲୋକ ନିଖୋଜ ଅଛନ୍ତି। ୮ଟି ଜିଲ୍ଲାର ୬,୬୦୦ ପରିବାରର ୩୪ ହଜାରରୁ ଅଧିକ ଲୋକ ବିଭିନ୍ନ ଶିବିରରେ ଆଶ୍ରୟ ନେଇଛନ୍ତି। ୧ହଜାରରୁ ଅଧିକ ଘର ବନ୍ୟା ଜଳରେ କ୍ଷତିଗ୍ରସ୍ତ ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login