The Ultimate Managed Hosting Platform
ADVERTISEMENT

ତ୍ରିରଙ୍ଗା ରଙ୍ଗରେ କୋଣାର୍କ ମନ୍ଦିର

Facebook
Twitter
LinkedIn

ଭାରତ ୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ତ୍ରିରଙ୍ଗା ରଙ୍ଗର ଅଲୋକମାଳାରେ ରଙ୍ଗାୟିତ କରାଯାଇଛି

। ଅନ୍ଧକାର ମଧ୍ୟରେ କୋଣାର୍କ ମନ୍ଦିରର ମନୋରମ ଦୃଶ୍ୟ ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ ଜମିଛି । ଚଳିତବର୍ଷ ଭାରତ ସରକାର ଦେଶର ଏହି ମହାନ୍ ପର୍ବକୁ ଭିନ୍ନ ଢଙ୍ଗରେ ପାଳନ କରିବା ସହ ଏଥିପାଇଁ ନୂଆ ଅଭିଯାନ ହର୍ ଘର୍ ତ୍ରିରଙ୍ଗା ଆରମ୍ଭ କରିଛନ୍ତି । ପ୍ରତ୍ୟେକ ଭାରତୀୟଙ୍କ ମନରେ ଦେଶପ୍ରେମ,ଏବଂ ସବୁଠି ଆନନ୍ଦଉଲ୍ଲାସର ମାହୋଲ । ହର୍ ଘର୍ ତ୍ରିରଙ୍ଗା ଅଭିଯାନରେ ପ୍ରତ୍ୟେକ ଦେଶବାସୀ ସାମିଲ ହୋଇ ଅଗଷ୍ଟ ୧୫ ତାରିଖକୁ ନିଜ ଘର ଛାତ ଉପରେ , ବାଲ୍‌କୋନିରେ ତ୍ରିରଙ୍ଗା ପତାକା ଲଗାଇଥିବା ଦେଖିବାକୁ ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login