The Ultimate Managed Hosting Platform
ADVERTISEMENT

ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ

Facebook
Twitter
LinkedIn

ଭୁବନେଶ୍ୱର : ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ମୁହାମୁହିଁ । ତ୍ରିରଙ୍ଗା ନେଇ ଗୋଟିଏ ଗୋଷ୍ଠୀ ଛାତ୍ର କଲେଜ କ୍ୟାମ୍ପସ ଭିତରକୁ ଯିବା ବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିବା ଅଭିଯୋଗ ହୋଇଛି । ଗେଟ୍ ବାହାରେ ତ୍ରିରଙ୍ଗା ଧରି ଗୋଟିଏ ଗୋଷ୍ଠୀ ଧାରଣାରେ ବସିଥିବା ବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ କ୍ୟାମ୍ପସ ଭିତରେ ରହିଛନ୍ତି । ଘଟଣା ସ୍ଥଳରେ ଉତ୍ତେଜନା ପାଇଁ ପୋଲିସ ମୁତୟନ ରହିଛି । ତେବେ ବାରମ୍ବାର ଏହି ଭଳି ଭାବେ ବିଜେବି କଲେଜରେ ଛାତ୍ର ଗୋଷ୍ଠୀ ଭିତରେ କନ୍ଦଳ ଲାଗି ରହୁଛି । ଯାହାକୁ ନେଇ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅଶାନ୍ତି ଲାଗି ରହୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login