The Ultimate Managed Hosting Platform
ADVERTISEMENT

ତ୍ରିଶୁଳିଆରେ ନିର୍ମାଣ ହେବ ଦ୍ୱିତୀୟ ବ୍ରିଜ

Facebook
Twitter
LinkedIn

ଭୁବନେଶ୍ୱର : ଟୁଇନ ସିଟିରେ ଭିଡ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ତ୍ରିଶୁଳିଆରେ ନିର୍ମାଣ ହେବ ଦ୍ୱିତୀୟ ବ୍ରିଜ, ବ୍ୟୟବରାଦ ୨୯୭ କୋଟି । ବିଧାନସଭାରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦଙ୍କ ଲିଖିତ ଉତ୍ତର । ଟେଣ୍ଡର ପ୍ରକ୍ରିୟା ଜାରି ରହିଛି , ୩୬ ମାସରେ ଶେଷ ହେବ ନିର୍ମାଣ କାମ । ବିଧାନସଭାରେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍ଙ୍କ ପ୍ରଶ୍ନରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଲିଖିତ ଉତ୍ତର । କଟକ-ଭୁବନେଶ୍ୱରରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବଢୁଥିବାରୁ ଆଉ ଏକ ବ୍ରିଜ ପାଇଁ ଦାବି ହୋଇଥିଲା । ତେବେ ତ୍ରିଶୁଳିଆରେ ଆଉ ଏକ ବ୍ରିଜ ଟ୍ରିନସିଟିର ଟ୍ରାଫିକ ସମସ୍ୟାକୁ ଦୂର କରିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login