The Ultimate Managed Hosting Platform
ADVERTISEMENT

ତ୍ରୀବେଣୀ ସଂଗମରେ ବୁଡ ପକାଇଲେ ଅରୁଣ ଗୋଭିଲ

Facebook
Twitter
LinkedIn

ପ୍ରୟାଗରାଜ : ‘ରାମାୟଣ’ରେ ରାମ ଭୂମିକାରେ ଲୋକଙ୍କ ମନରେ ରାଜ୍ କରୁଥିବା ଅରୁଣ ଗୋଭିଲଙ୍କୁ ସମସ୍ତେ ଜାଣନ୍ତି। ୧୯୮୭ ମସିହାରେ ରାମାନନ୍ଦ ସାଗରଙ୍କ ‘ରାମାୟଣ’ରେ ମୁଖ୍ୟ ଭୂମିକା ନିଭାଇ ସେ ଘରେ ଘରେ ପରିଚିତ ପାଲଟିଥିଲେ। ନିକଟରେ ଅରୁଣ ଗୋଭିଲ ତାଙ୍କ ପତ୍ନୀ ଓ ପରିବାର ସହ ମହାକୁମ୍ଭ ୨୦୨୫ରେ ପହଞ୍ଚିଛନ୍ତି। ମହାକୁମ୍ଭରେ ପହଞ୍ଚି ଅରୁଣ ଓ ତାଙ୍କ ପତ୍ନୀ ଶ୍ରୀଲେଖା ତ୍ରିବେଣୀ ସଂଗମରେ ବୁଡ଼ ପକାଇଛନ୍ତି। ଦୁଇ ଜଣଙ୍କ ବ୍ୟତୀତ ଅନ୍ୟ କିଛି ଜଣଙ୍କୁ ବି ଦେଖିବାକୁ ମିଳିଛି। ଅରୁଣ ସୋସିଆଲ୍ ମିଡିଆରେ ଫଟୋ ସେୟାର କରି ସନାତ ଧର୍ମ ଓ ସଂସ୍କୃତି ବିଷୟରେ ଲେଖିଛନ୍ତି। ତ୍ରିବେଣୀ ସଂଗମରେ ସ୍ନାନ କରିବାର ସୌଭାଗ୍ୟ ପ୍ରାପ୍ତ ହେଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login