The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଥମୁନି ଧଳାଜହର କାରବାର, ୨୬ ଲକ୍ଷ ଟଙ୍କାର ଧଳାଜହର ଜବତ

Facebook
Twitter
LinkedIn

ଭୋଗରାଇ : ଥମୁନି ଧଳାଜହର କାରବାର । ଦିନକୁ ଦିନ ବଢି ଚାଲିଛି ଧଳାଜହର କାରାବାର । ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ବଜାରରୁ ୨୬୦ ଗ୍ରାମର ଧଳାଜହର ଜବତ ହୋଇଛି । ଏହା ସହିତ ଏହି କାରାବାର ସହ ଜଡିତ ଥିବା ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ ।

ସୂଚନା ଅନୁଯାୟୀ, ଶନିବାର ଦିନ କମର୍ଦ୍ଦା ଅଞ୍ଚଳରେ ଧଳାଜହର କାରବାର ନେଇ ଏକ ଭିଡିଓ ଭାଇରାଲ ହୋଇଥିଲା । ଯାହାକି ଭୋଗରାଇ ବ୍ଲକ କମର୍ଦ୍ଦା ଥାନାଠୁ ୫୦୦ ଦୂରରେ ରହିଛି । ତେବେ ୫୭ନଂ ରାଜ୍ୟ ରାଜପଥ କଡ଼ରେ ଥିବା ଏକ ଦୋକାନରେ କିଛି ଯୁବକଙ୍କୁ ଧଳାଜହର କିଣାବିକା କରୁଥିବାର ଦୃଶ୍ୟ ଭିଡିଓ ଭାଇରାଲ ହୋଇଥିଲା । ଏହାପରେ ସେଠାରେ ଜଳେଶ୍ୱର ଓ ଭୋଗରାଇର ଅବକାରୀ ବିଭାଗ ଚଢାଉ କରିଥିଲା । ଏହି ଚଢାଉ ୨୬୦ ଗ୍ରାମର ବ୍ରାଉନ୍‌ସୁଗାର ଜବତ ହୋଇଛି । ଯାହାର ମୂଲ୍ୟ ପ୍ରାୟ ୨୬ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି । ଆଉ ଏହି ଧଳାଜହର କାରବାରର କେଉଁ ଆଡେ ସବୁ ଲିଙ୍କ ଅଛି ସେନେଇ ଖୋଲତାଡ଼ କରୁଛି ଅବକାରୀ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login