The Ultimate Managed Hosting Platform
ADVERTISEMENT

ଥମୁନି ଶିମିଳିପାଳ ନିଆଁ ; ଜଳୁଛି ସାରକୁଣ୍ଡା ରିଜର୍ଭ ଫରେଷ୍ଟ

Facebook
Twitter
LinkedIn

କୋଇଡା : ୨ ଦିନ ହେଲାଣି ଜଳୁଛି ସାରକୁଣ୍ଡା ରିଜର୍ଭ ଫରେଷ୍ଟ । ବରସୁଆଁ ବନାଞ୍ଚଳ ଅଧୀନ ସାରକୁଣ୍ଡା ରିଜର୍ଭ ଫରେଷ୍ଟର ନିଆଁ । ଜଳିଗଲାଣି ବହୂ ମୂଲ୍ୟବାନ ଗଛ , ବିପଦରେ ଅନେକ ଜୀବଜନ୍ତୁ । ଶିମିଳିପାଳ ଅଭୟାରଣ୍ୟରେ ଲିଭୁନି ନିଆଁ। ଶିମିଳିପାଳ ଅଭୟାରଣ୍ୟ ଓ ଏହାର ପାଦଦେଶରେ ଥିବା ଜଙ୍ଗଲ ସମେତ ବାରିପଦା ସର୍କଲରେ ଆଜି ୫୪ଟି ସ୍ଥାନରେ ନିଆଁ ଲାଗିଥିବା ଜଣାପଡିଛି। ଏନେଇ ସୂଚନା ଦେଇଛନ୍ତି ଶିମିଳିପାଳ କର୍ତ୍ତୃପକ୍ଷ। ଏହା ମଧ୍ୟରୁ କେବଳ ଶିମିଳିପାଳ ଅଭୟାରଣ୍ୟର କୋର ଅଞ୍ଚଳ ଅର୍ଥାତ୍ ବ୍ୟାଘ୍ର ପ୍ରକଳ୍ପ ଅଞ୍ଚଳର ୩୫ଟି ସ୍ଥାନ ଅନ୍ତର୍ଭୁକ୍ତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login