The Ultimate Managed Hosting Platform
ADVERTISEMENT

ଥରିଲା ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ

Facebook
Twitter
LinkedIn

ନୂଆଦିଲ୍ଲୀ : ଥରିଲା ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ । ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜର ଭୂକମ୍ପର ତୀବ୍ରତା ୬,୦ ବୋଲି ଜଣାପଡ଼ିଛି । ଚଳିତ ବର୍ଷର ଏହା ତୃତୀୟ ଥର ଭୂକମ୍ପ । ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନସେଜ୍ ଏହାର ସୂଚନା ଦେଇ କହିଛି ଯେ, ଶନିବାର ଆଣ୍ଡାମାନ ଓ ନିକୋବର ଦ୍ବୀପର ୧୦ କିଲୋମିଟର ଗଭୀରତାରେ ୬ ତୀବ୍ରତାପୂର୍ଣ୍ଣ ଭୂମିକମ୍ପ ହୋଇଛି । ପୋର୍ଟବ୍ଲେୟାରଠାରୁ ୧୨୬ କିଲୋମିଟର ଦକ୍ଷିଣପୂର୍ବରେ ଏହାର କେନ୍ଦ୍ରସ୍ଥଳ ହୋଇଥିବା କୁହାଯାଉଛି । ତେବେ ଏହି ଭୂକମ୍ପ ପରେ କେତେ କ୍ଷୟକ୍ଷତି ହୋଇଛି ତାହା ଜଣାପଡ଼ିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login