The Ultimate Managed Hosting Platform
ADVERTISEMENT

ଦଉସାରେ ଦୁର୍ଘଟଣା; ୪ ମୃତ

Facebook
Twitter
LinkedIn

ନୂଆଦିଲ୍ଲୀ : ରାଜସ୍ଥାନ ଦଉସାରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ରେଲୱେ ଟ୍ରାକକୁ ଖସିଲା ବସ୍ । ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ । ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପଠାଯାଉଛି । ବ୍ରିଜର ରେଲିଂ ଭାଙ୍ଗି ରେଲୱେ ଟ୍ରାକରେ ପଡିଥିଲା ବସ୍ । ହରିଦ୍ବାରରୁ ଜୟପୁରକୁ ଯାଉଥିଲା ଏହି ଯାତ୍ରୀବାହୀ ବସ୍ । ତେବେ ଟ୍ରାକରେ ବସ୍ ଖସିପଡିବାରୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି । ଏଥି ସହିତ ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ । ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା । ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏଥି ସହିତ ରେଳ ନିୟନ୍ତ୍ରଣ କକ୍ଷର ବରିଷ୍ଠ ଅଧିକାରୀମାନଙ୍କୁ ଏହି ଘଟଣା ସମ୍ପର୍କରେ ଅବଗତ କରାଇଥିଲେ। ଏହା ପରେ ଜୟପୁର-ଦିଲ୍ଲୀ ରେଳ ଲାଇନର ଉପର ଓ ତଳ ଲାଇନଗୁଡ଼ିକରେ ତୁରନ୍ତ ଟ୍ରେନ ଚଳାଚଳ ବନ୍ଦ ହୋଇଯାଇଥିଲା । ପଛ ଷ୍ଟେସନରେ ଟ୍ରେନ୍ ଅଟକି ରହିଲା ଜ୍ଝ ଏହି ଦୁର୍ଘଟଣା ରାତି ପ୍ରାୟ ୨ଟା ୧୫ ସମୟରେ ଘଟିଥିଲା ଜ୍ଝ

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login