The Ultimate Managed Hosting Platform
ADVERTISEMENT

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ, ୨୨ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର : ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ତାପମାତ୍ରାରେ କୈାଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଏହା ପରେ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ଯାଏଁ ହ୍ରାସ ଘଟିବା ଫଳରେ ୨୨ ପରେ ପୁଣି ଥରେ ଶୀତ ଲେଉଟିବ । ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର,ବୈାଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ମାଲକାନଗିରିର ଗୋଟିଏ କିମ୍ବା ୨ଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login