The Ultimate Managed Hosting Platform
ADVERTISEMENT

ଦକ୍ଷିଣ ମୋଡ ନେଲା ନନ୍ଦିଘୋଷ ରଥ

Facebook
Twitter
LinkedIn

ପୁରୀ : ଦକ୍ଷିଣ ମୋଡ ନେଲା ନନ୍ଦିଘୋଷ ରଥ । ଗତକାଲି ଦୁଇ ରଥ ଦକ୍ଷିଣ ମୋଡ଼ କରାଯାଇଛି । ଗତକାଲି ତିନି ରଥକୁ ନାକଚଣା ଦ୍ୱାର ନିକଟକୁ ଆଣିବା ପାଇଁ ପୂର୍ବରୁ ନୀତି ନିର୍ଘଣ୍ଟ ହୋଇଥିଲା । କିନ୍ତୁ ସନ୍ଧ୍ୟା ହୋଇଯିବାରୁ ଓ ବର୍ଷା ବାଧକ ସାଜିବାରୁ ନନ୍ଦିଘୋଷ ରଥ ଟଣା ହୋଇପାରିନଥିଲା । ରଥ ବିଜେ ପାଇଁ ଶରଧାବାଲିକୁ ପରିଷ୍କାର ପରିଚ୍ଛନ୍ନ କରାଯାଇ ବାଲି ବିଛାଯାଇଛି । କାଲି ପୂର୍ବାହ୍ନରେ ମୁଖ୍ୟ ବିଶ୍ବକର୍ମା, ଭୋଇ ସେବକ, କମାର ସେବକ, ଇଞ୍ଜିନିୟର ଓ ରଥ ଯାଞ୍ଚ କମିଟିଙ୍କ ତତ୍ତ୍ବାବଧାନରେ ରଥର ସ୍ଥିତି ଅନୁଧ୍ୟାନ କରାଯାଇଥିଲା । ଏପଟେ ମାଉସୀ ମା’ଙ୍କ ମନ୍ଦିରରେ ପୋଡ଼ ପିଠା ପ୍ରସ୍ତୁତି ଆରମ୍ଭ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login