The Ultimate Managed Hosting Platform
ADVERTISEMENT

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିର ୨ ପୂର୍ବତନ କାଉନସିଲର ନିଲମ୍ବିତ

Facebook
Twitter
LinkedIn

ଫୁଲବାଣୀ : ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ପାଇଁ ବିଜେଡିର ୨ ପୂର୍ବତନ କାଉନସିଲଙ୍କୁ ନିଲମ୍ବିତ l ମଙ୍ଗଳବାର ଦଳ ବିରୋଧୀ କାର୍ଯ୍ୟ ଓ ଦଳରେ ବିଶୃଙ୍ଖଳା ପାଇଁ ଜିଲ୍ଲା ବିଜେଡି ସଭାପତି ସରୋଜ କର୍ଣ୍ଣ ଫୁଲବାଣୀ ସହରର ୩ ନମ୍ବର ୱାର୍ଡର ପୂର୍ବତନ କାଉନସିଲର ତଥା ବିଜେଡି ନେତା ଭାଗବତ ବେହେରା ଓ ଦଶ ନମ୍ବର ୱାର୍ଡର ପୂର୍ବତନ କାଉନସିଲର ଶ୍ରୀବଚ୍ଛ ବେହେରାଙ୍କୁ ନିଲମ୍ବିତ କରିଛନ୍ତି l ଏ ନେଇ ଆଜି ସଭାପତି କର୍ଣ୍ଣ ଏକ ପ୍ରେସ ବିବୃତିରେ ଜଣାଇଛନ୍ତି l ସୂଚନା ଅନୁଯାୟୀ, ଏମାନେ ଦଳୀୟ ପାର୍ଥୀଙ୍କୁ ବିରୋଧ କରି ସ୍ୱାଧୀନ ପାର୍ଥୀ ଦେଇଥିଲେ । ତେଵେ ଦଳ ପକ୍ଷରୁ ଏ ଦୁହିଁଙ୍କୁ ମନାଇବାକୁ ବହୁତ ଚେଷ୍ଟା କରାଯାଇଥିଲେ ମଧ୍ୟ ଏମାନେ ମାନି ନଥିଲେ l ଫଳରେ ବାଧ୍ୟ ହୋଇ ବିଜେଡି ଦଳ ପକ୍ଷରୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି l

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ରଦ୍ଦ ହେବ ରେଜିଷ୍ଟ୍ରେସନ ଓ ଲାଇସେନ୍ସ

ଭୁବନେଶ୍ୱର : ଟ୍ରାଫିକ ନିୟମ ଉଲଂଘନ କରୁଥିଲେ ସାବଧାନ । ବାତିଲ ହେବ ଗାଡି ରେଜିଷ୍ଟ୍ରେସନ ଲାଇସେନ୍ସ । ବ୍ଲାକ୍ ଲିଷ୍ଟ ହୋଇପାରେ ଆପଣଙ୍କ ଗାଡ଼ି ।...

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜୁରାଟ : ଗୁଜୁରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସବୁ ମନ୍ତ୍ରୀଙ୍କ ଇସ୍ତଫା । ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସ୍କର୍ପିଓ-ଟ୍ରେଲର ମୁହାଁମୁହିଁ ଧକ୍କା ; ୪ ଜଣଙ୍କର ଚାଲିଗଲା ଜୀବନ

ରାଜସ୍ଥାନ : ରାଜସ୍ଥାନର ବାଲୋତ୍ରାର ସିନ୍ଦାରି ଥାନା ସୀମା ଅନ୍ତର୍ଗତ ସଦା ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି ।...

Login