The Ultimate Managed Hosting Platform
ADVERTISEMENT

ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ମାରିଦେଲେ ମାଓବାଦୀ

Facebook
Twitter
LinkedIn

ମାଲକାନଗିରି : ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ମାରିଦେଲେ ମାଓବାଦୀ । ପୋଲିସ ଇନଫର୍ମର ସନେ୍ଦହରେ ପିଟି ପିଟି ହତ୍ୟା । ଛତିଶଗଡ ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ । ମୃତକ ସୁକୁମା ଜିଲ୍ଲାର ଜାଗରକୋଣ୍ଡା ଥାନା ପୂବର୍ତ୍ତୀ ଗାଁର ଦଶମ ଶ୍ରେଣୀ ଛାତ୍ର ସୋୟାମ ଶଙ୍କର । ପୋଲିସର ସୂଚନା ଦାତା ବୋଲି ଅଭିଯୋଗ କରି ମାଓବାଦୀ ଅତି ନିର୍ମମ ଭାବେ ତାଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ।
ସପ୍ତାହ ପୂର୍ବରୁ ମାଓବାଦୀ ମାନେ ଶଙ୍କରଙ୍କ ଭାଇ ସୋୟାମ ଦୁର୍ଭାକୁ ଗାଁରେ ଗୋଡ଼ାଇ ବାଡ଼ିରେ ପିଟି ପିଟି ହତ୍ୟା କରିଥିଲେ । ଘଟଣାକୁ ନେଇ ସୁକୁମା ଏସପି କିରଣ ଚୌହାନ କହିଛନ୍ତି ମାଓବାଦୀ ମାନେ ପୋଲିସ ଇନଫର୍ମର ସନ୍ଦେହରେ ସେମାନଙ୍କୁ ହତ୍ୟା କରିଛନ୍ତି । ହେଲେ ସେମାନେ ପ୍ରକୃତରେ ପୋଲିସ ଇନଫର୍ମର ନଥିଲେ ବରଂ ଗାଁ ର ସାଧାରଣ ଆଦିବାସୀ ଥିଲେ। ଘଟଣା ପରେ ସଂପୃକ୍ତ ଅଞ୍ଚଳରେ କମ୍ବିଂ ଅପରେସନ ଜୋରଦାର ହୋଇଥିବା ନେଇ ସୂଚନା ଦେଇଛନ୍ତି ସୁକୁମା ଏସପି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login