The Ultimate Managed Hosting Platform
ADVERTISEMENT

ଦାମ ରାଉତ ଗୁରୁତର

Facebook
Twitter
LinkedIn

ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର । ଦାମ ଗୁରୁତର ଥିବା ନେଇ ପୁଅ ସମ୍ବିତ ରାଉତରାୟଙ୍କ ସୂଚନା । ଏକ ଘରୋଇ ହସ୍ପିଟାଲରେ ଏବେ ଚିକିତ୍ସା ଚାଲିଥିବା କହିଲେ । ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଦାମ ରାଉତ । ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ ରାଜନେତା ଭାବେ ଜଣାଶୁଣା । ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି । ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ ଦାମ । କିନ୍ତୁ ପରବର୍ତ୍ତୀ ସମୟରେ ବିଜେପିକୁ ବାଏ ବାଏ କରିଥିଲେ ଦାମ । ଗତ କିଛି ମାସ ପୂର୍ବରୁ ଦାମଙ୍କ ଉପରୁ ବହିଷ୍କାର ପ୍ରତ୍ୟାହାର କରି ପୁଣିଥରେ ବିଜେଡିକୁ ଫେରାଇ ଆଣିଥିଲେ ନବୀନ ପଟ୍ଟନାୟକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login