The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଦିନକ ପରେ ଲଘୁଚାପ , ୨୮ ଯାଏଁ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ଦିନକ ପରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ର ଉପକୂଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ୨୮ ତାରିଖ ସକାଳ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୨ଜିଲ୍ଲା ମାଲକାନଗିରି ଏବଂ କୋରାପୁଟକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଟକ ଓ ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login