ଭୁବନେଶ୍ୱର : ତଳମୁହାଁ ହେବ ପାରଦ, ଦିନକ ପରେ ଶୀତ ସମ୍ଭାବନା । ୨୪ ଘଣ୍ଟାରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି । ପରବର୍ତ୍ତୀ ସମୟରେ ପାରଦ ୩ରୁ ୪ ଡିଗ୍ରୀ ଖସିବା ସମ୍ଭାବନା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ରାଜ୍ୟରେ ଗତ କିଛି ଦିନ ହେବ ଥଣ୍ଡା କମ୍ ରହଥିଲା । ପଶ୍ଚିମା-ଝଡ଼ ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ହେଉଥିଲା । ଆକାଶ ମେଘୁଆ ରହିବା ସହ ଥଣ୍ଡାର ପରିମାଣ କମିଥିଲା ।
Views: 106











