ଦିନ ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୨ ପାର୍

ଭୁବନେଶ୍ୱର : ପୁଣି ସକାଳୁ ସକାଳୁ ଜାଳିଲାଣି ଖରା । ପ୍ରଚଣ୍ଡ ତାତିରେ ଜଳୁଛି ସାରା ରାଜ୍ୟ । ତେବେ ଏତିକିରେ ତ୍ରାହି ମିଳିବନି । ଆହୁରି ୩ ଦିନ ଜଳାଇବ, ସିଝାଇବ ଓ କଲବଲ କରିବ । ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୨ ପାର୍ କରିଛି । ତାପମାତ୍ରା ରହିଛି ୪୨.୨ ଡିଗ୍ରୀ ସେଲସିୟସ । ୨୦ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ । ସିଭିୟର ହିଟ୍େଓ୍ଵଭ୍ ନେଇ … Continue reading ଦିନ ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୨ ପାର୍