ଭୁବନେଶ୍ୱର : ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି । ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଇଲାଣି । ଦିନ ୧୧ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି । ଝାରସୁଗୁଡ଼ାରେ ୪୩.୪ ଡିଗ୍ରୀ ପାରଦ ରେକର୍ଡ ହୋଇଥିବା ବେଳେ ସମ୍ବଲପୁରର ତାପମାତ୍ରା ରହିଛି ୪୨.୪ ଡିଗ୍ରୀ । ସେହିପରି ଭୁବନେଶ୍ୱର ତାପାମାତ୍ର ୪୧.୨ ଡିଗ୍ରୀ ରେକର୍ଡ କରାଯାଇଛି । ଗ୍ରୀଷ୍ମ ପ୍ରବାହ ନେଇ କଟକ ଭୁବନେଶ୍ୱରକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଟୁଇନ ସିଟିରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇପାରେ ।
ଏହି ସମୟରେ ଛୋଟ ପିଲା, ବୟସ୍କ ଓ ରୋଗୀ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୩ ଦିନ ପର୍ୟ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତନ ହେବାର ସମ୍ଭାବନା ନାହିଁ । ୧୮ ତାରିଖ ଯାଏଁ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଏହି ସମୟରେ କିଛି କିଛି ଜିଲ୍ଲାରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ୬ରୁ ୭ ଡିଗ୍ରୀ ଅଧିକ ରେକର୍ଡ ହେବା ସମ୍ଭାବନା ରହିଛି । ଏହା ପରେ ତାତି କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ଦିନ ସାଢେ ୧୧ ସୁଦ୍ଧା ୪୦ ଡିଗ୍ରୀ ଉପରେ ୪ ସହର
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







