The Ultimate Managed Hosting Platform
ADVERTISEMENT

ଦିଲ୍ଲୀରେ ଏକୁଟିଆ ନିର୍ବାଚନ ଲଢିବ ଆମ ଆଦମୀ ପାର୍ଟି

Facebook
Twitter
LinkedIn

ନୂଆଦିଲ୍ଲୀ : ଆସନ୍ତା ବର୍ଷ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଏହାକୁ ଦୃଷ୍ଟିରେ ରଖି ରାଜନୈତିକ ମହଲରେ ବିଭିନ୍ନ ଆଲୋଚନା ହେଉଛି । ଏହାରି ମଧ୍ୟରେ କଂଗ୍ରେସ ଏବଂ ଆମ୍ ଆଦମୀ ପାର୍ଟି (ଏଏପି) ମଧ୍ୟରେ ମିଳିତ ମଞ୍ଚକୁ ନେଇ ଯେଉଁ ଚର୍ଚ୍ଚା ହେଉଥିଲା, ସେଥିରେ ଏବେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ପାର୍ଟି ସଂଯୋଜକ ଅରବିନ୍ଦ କେଜ୍ରିୱାଲ ବର୍ତ୍ତମାନ ଏହି କଥାକୁ ଖାରଜ କରିଛନ୍ତି । କେଜ୍ରିୱାଲ କହିଛନ୍ତି ଯେ ଦିଲ୍ଲୀରେ କଂଗ୍ରେସ ସହ ମେଣ୍ଟ ହେବାର କୌଣସି ସମ୍ଭାବନା ନାହିଁ । ଆମ୍ ଆଦମୀ ପାର୍ଟି ଦିଲ୍ଲୀରେ ନିଜ ଦମରେ ଏହି ନିର୍ବାଚନ ଲଢ଼ିବ । ଆମ୍ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମେଣ୍ଟର ସମସ୍ତ ଖବରକୁ ଭୁଲ୍ ପ୍ରମାଣିତ କରିବାକୁ ଯାଇ ଏହି ଘୋଷଣା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login