The Ultimate Managed Hosting Platform
ADVERTISEMENT

ଦିଲ୍ଲୀରେ ପୁଣି ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ପ୍ଲାଷ୍ଟିକ ଗୋଦାମ

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ । ଜଳିଗଲା ପ୍ଲାଷ୍ଟିକ ଗୋଦାମ । ଚାହୁଁ ଚାହୁଁ ସାରା ଗୋଡାଉନ୍ ଜଳିଗଲା । ସାରା ଅଞ୍ଚଳରେ ନିଆଁ ଓ ଧୂଆଁରେ ଆଚ୍ଛାଦିତ ହୋଇଯାଇଛି । ଆକାଶକୁ ଛୁଇଁବା ଭଳି ନିଆଁ ଲାଗିଛି । ଦିଲ୍ଲୀର ଟିକ୍ରି କଲାଣ ଅଞ୍ଚଳରେ ପିଭିସି ମାର୍କେଟରେ ଏହି ଭୟାବହ ଅଗ୍ନିକାଣ୍ଡ ହୋଇଛି । ଘଟଣାସ୍ଥଳରେ ଦମକଳ ବାହିନୀର ୨୫ଟି ଗାଡ଼ି ପହଞ୍ଚି ନିଆଁ ଲିଭାଇବା କାମରେ ଲାଗିଛନ୍ତି । ଅଗ୍ନିକାଣ୍ଡରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ତେବେ ମୃତାହତ ନେଇ କୌଣସି ସୂଚନା ମିଳି ନାହିଁ । କେମିତି ଓ କେଉଁ ପରିସ୍ଥିତିରେ ନିଆଁ ଲାଗିଲା କାରଣ ଜଣାପଡିନି

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login