The Ultimate Managed Hosting Platform
ADVERTISEMENT

ଦିଲ୍ଲୀରେ ଭୁଶୁଡିଲା ୪ ମହଲା କୋଠା

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀର ବୁରାଡି ସ୍ଥିତ କୌଶିକ ଏନକ୍ଲେଭରେ ଏକ ନିର୍ମାଣଧୀନ ୪ ମହଲା କୋଠା ଭୁଶୁଡ଼ି ପଡିଛି । ଏହି ଦୁର୍ଘଟଣାରେ ଜଣେ ୭ ବର୍ଷୀୟ ଶିଶୁ ଏବଂ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ୧୨ଜଣଙ୍କୁ ବୁରାଡି ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଥିରୁ ୫ ଜଣଙ୍କ ଅବସ୍ଥା ଗୁରୁତର ବୋଲି କୁହାଯାଉଛି । ସମସ୍ତଙ୍କ ଚିକିତ୍ସା ବୁରାଡି ସରକାରୀ ହସପିଟାଲରେ କରାଯାଉଛି । କୋଠା ଭୁଶୁଡିବାର ଖବର ପାଇ ଉଦ୍ଧାରୀକାରୀ ଦଳ ସଙ୍ଗେ ସଙ୍ଗେ ଉଦ୍ଧାର କାର୍ୟ୍ୟରେ ନିୟୋଜିତ ହୋଇଥିଲେ । ଏବେ ବି ଉଦ୍ଧାର କାର୍ୟ୍ୟ ଜାରି ରହିଛି । ଭଗ୍ନାବଶେଷ ତଳେ ଅନେକ ଲୋକେ ଫସିରହିଛନ୍ତି ବୋଲି କୁହାଯାଉଛି । ଘଟଣା ପରେ ସ୍ଥାନୀୟ ପ୍ରଶାସନ ଏବଂ ପୋଲିସ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ଘଟଣା ସୋମବାର ଦିନ ସନ୍ଧ୍ୟା ୭ ଟା ପରେ ଘଟିଛି । ଘଟଣା ପରେ ଅଞ୍ଚଳର କରେଣ୍ଟ କାଟିଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login