ନୂଆଦିଲ୍ଲୀ : ଦିଲ୍ଲୀ ଏନସିଆର ଅଞ୍ଚଳରେ ଭୂକମ୍ପ ଝଟକା । ସକାଳ ୫ଟା ୩୬ ମିନିଟରେ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ଥିଲା ୪.୦ । ଧୋଲାକୁଆଁ ନିକଟରେ ଥିଲା ଭୂକମ୍ପର କେନ୍ଦ୍ରସ୍ଥଳ । ନୋଏଡ଼ା, ଫରିଦାବାଦ, ରୋହତକ ଓ ଗୁରୁଗ୍ରାମରେ ଭୂକମ୍ପ ହୋଇଛି। ଦିଲ୍ଲୀ ସମେତ ୟୁପି ଓ ହରିୟାଣାରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ ଲୋକ। ଏପର୍ୟ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।
Views: 28