The Ultimate Managed Hosting Platform
ADVERTISEMENT

ଦିଲ୍ଲୀର ବିଜୟ ପରେ ମୋଦିଙ୍କ ପ୍ରତିକ୍ରିୟା, କହିଲେ ସୁଶାସନ ଜିତିଲା

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀରେ ବିଜୟ ପରେ ଏକ୍ସରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତିକ୍ରିୟା । ଲୋକଙ୍କ ଶକ୍ତି ସର୍ବୋପରି ଶ୍ରେଷ୍ଠ ବୋଲି ଲେଖିଲେ । ବିକାଶ ଜିତିଲା, ସୁଶାସନ ଜିତିଲା । ଦିଲ୍ଲୀର ସାମଗ୍ରିକ ବିକାଶ କରିବୁ , ଜୀବନଧାରଣ ମାନ ଉଚ୍ଚ କରିବୁ । ବିକଶିତ ଭାରତ ଗଠନରେ ଦିଲ୍ଲୀର ଭୂମିକା ଗୁରୁତ୍ୱପୂର୍ଣ୍ଣ । ଦିନରାତି କାମ କରୁଥିବା ବିଜେପି କର୍ମକର୍ତ୍ତାଙ୍କ ପାଇଁ ଗର୍ବିତ । ବିଜେପି ୪୭ ଆସନରେ ଆଗୁଆ ରହିଥିବାବେଳେ ଆପ୍ ୨୩ ଆସନରେ ଆଗୁଆ ରହିଛି। ଫଳରେ ଦିଲ୍ଲୀ ସିଂହାସନରେ ବିଜେପି ବସିବା ନିଶ୍ଚିତ ହୋଇଛି।ବିଜେପିର ଯାଦୁ କାମ କରିଛି।ହଟ୍ ସିଟ୍ରେ ଆପ୍ର ସ୍ଥିତି ଖରାପ ରହିଛି। ବିଜେପିର ବିଜୟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ଜନଶକ୍ତି ସର୍ବୋପରି! ବିକାଶ ଜିତିଛି, ସୁଶାସନ ଜିତିଛି। ଦିଲ୍ଲୀର ମୋର ସମସ୍ତ ଭାଇ ଏବଂ ଭଉଣୀମାନଙ୍କୁ ବିଜେପିର ଐତିହାସିକ ବିଜୟ ପାଇଁ ଅଭିନନ୍ଦନ ଜଣାଉଛି।ଆପଣମାନେ ମୋତେ ଯେଉଁ ଆଶୀର୍ବାଦ ଏବଂ ଭଲପାଇବା ଦେଇଛନ୍ତି, ସେଥିପାଇଁ ମୁଁ ଆପଣମାନଙ୍କ ସମସ୍ତଙ୍କ ନିକଟରେ କୃତଜ୍ଞ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login