The Ultimate Managed Hosting Platform
ADVERTISEMENT

ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

Facebook
Twitter
LinkedIn

ଦିଲ୍ଲୀ : ଆଜି ସକାଳେ ଦିଲ୍ଲୀ ଏନସିଆରରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ତୀବ୍ରତା ୪.୧ ରହିଥିବା ଜଣାପଡିଛି । ଭୂକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ରେୱାଡିରେ ଥିଲା । ଫଳରେ ଲୋକେ ୟରେ ଘର ବାହାରକୁ ଦୌଡିଥିଲେ । କିନ୍ତୁ ଏପର୍ୟ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ନାହିଁ । ସୂଚନାନୁଯାୟୀ, ଆଜି ସକାଳ ୯.୪ ମିନିଟରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ରେୱାଡିର ଗୁରୁଗ୍ରାମଠାରୁ ୪ କିଲୋମିଟର ଦୂରରେ ଥିଲା । ଯାହାଦ୍ବାରା ପୁରା ହରିୟାଣା, ପଞ୍ଜାବର କିଛି ସ୍ଥାନ ଏବଂ ଦିଲ୍ଲୀ ଏନସିଆରରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login